ଦାନ୍ତ ପୋକ ଖାଇଲେ କେମିତି କରିବେ ଚିକିତ୍ସା? । Dr Pritish Patnaik on Dental Cavity in Odia

Описание к видео ଦାନ୍ତ ପୋକ ଖାଇଲେ କେମିତି କରିବେ ଚିକିତ୍ସା? । Dr Pritish Patnaik on Dental Cavity in Odia

#DentalCavity #OdiaHealthTips #DoctorAdvice

ମିଠାଯୁକ୍ତ ଖାଦ୍ୟ ଯେପରି ବିସ୍କୁଟ୍‌, ଚକୋଲେଟ୍‌, ମିଠା ଭଳି ଖାଦ୍ୟ ଖାଇବା ପରେ ପାଟି ନ ଧୋଇବା ଫଳରେ ଏହା ଧୀରେ ଧୀରେ ଦାନ୍ତରେ ପରସ୍ତ ହୋଇ ଲାଗିଥାଏ। ଏହାଫଳରେ ଦାନ୍ତରେ ଛୋଟ ଛୋଟ ଛିଦ୍ର ସୃଷ୍ଟି ହୁଏ। ପରେ ଏହି ଛିଦ୍ରରେ ଦାନ୍ତରେ ପୋକ ଲାଗିବା ଆରମ୍ଭ ହୁଏ। ଏହାବ୍ୟତୀତ ଦାନ୍ତରେ ସଂକ୍ରମଣ ହେଲେ ମଧ୍ୟ କ୍ୟାଭିଟି ସୃଷ୍ଟି ହୋଇପାରେ। ଏହାକୁ ଠିକ୍‌ ସମୟରେ ଚିକିତ୍ସା ନ କଲେ ଦାନ୍ତ ନଷ୍ଟ ହେବାର ସମ୍ଭାବନା ରହିଛି। ତେବେ ଦାନ୍ତରେ କ୍ୟାଭିଟି ହେଲେ କେମିତି କରିବେ ଚିକିତ୍ସା? ଏନେଇ ବିଶିଷ୍ଟ ଓରାଲ ଏବଂ ମ୍ୟାକ୍ସିଲୋଫେସିଆଲ ସର୍ଜନ ଡାକ୍ତର ପ୍ରିତିଶ ପଟ୍ଟନାୟକ କ’ଣ କହୁଛନ୍ତି, ଆସନ୍ତୁ ଜାଣିବା।

ଏହି ଭିଡିଓରେ ରହିଛି,

ପୋକଡ଼ା ଦାନ୍ତ ବା ଦାନ୍ତରେ କ୍ୟାଭିଟି କ’ଣ? (0:00)
ଦାନ୍ତ ପୋକ ଖାଇବାର କାରଣ (1:17)
ପିଲାଙ୍କର କ୍ୟାଭିଟି ହେବାର କାରଣ କ’ଣ? (4:19)
ଦାନ୍ତରେ କ୍ୟାଭିଟି ହେଲେ କ’ଣ ଲକ୍ଷଣ ଦେଖାଦିଏ? (5:34)
ଦାନ୍ତ ବିନ୍ଧାର ଚିକିତ୍ସା (8:34)
କ୍ୟାଭିଟିକୁ ରୋକିବେ କିପରି? (10:52)
ଦାନ୍ତ ବିନ୍ଧା ପାଇଁ ଘରୋଇ ଉପଚାର କେତେ ସୁରକ୍ଷିତ? (14:50)

ଯଦି ଆପଣ ଏହି ଭିଡିଓ ଉପରେ ଆଧାରିତ ଲେଖା ପଢ଼ିବାକୁ ଚାହୁଁଛନ୍ତି, କ୍ଲିକ୍‌ କରନ୍ତୁ: https://www.swasthya.plus/what-is-den...

If you don't wash your mouth after eating sweet food such as biscuits, chocolates, and sweets can lead to tooth decay. This results in permanently damaged areas in teeth that develop into tiny holes. In addition, cavities can be caused by tooth infections. A cavity is a hole that can grow bigger and deeper over time. So how do you treat a toothache? Let's find out what Dr Pritish Patnaik, an Oral & Maxillofacial surgeon, has to say.

In this Video,

What is tooth cavity (0:00)
Causes of tooth decay (1:17)
Causes of tooth decay in children (4:19)
Symptoms of a Cavity (5:34)
Treatment of toothache (8:34)
Prevention of Cavity (10:52)
How safe is home remedies for tooth decay? (14:50)

Subscribe Now & Live a Healthy Life!

ସ୍ୱାସ୍ଥ୍ୟ ଓ ଜୀବନଶୈଳୀ ଉପରେ ଆଧାରିତ ଓଡ଼ିଆ ଡିଜିଟାଲ୍ ପ୍ଲାଟଫର୍ମ ‘ସ୍ୱାସ୍ଥ୍ୟ ପ୍ଲସ୍’ ସହିତ ଯୋଡ଼ି ହେବା ପାଇଁ ଆମ ୟୁଟ୍ୟୁବ୍ ଚ୍ୟାନେଲ୍ (   / swasthyaplus  ) ସବ୍‌ସ୍କ୍ରାଇବ୍ କରନ୍ତୁ। ନୂଆ ଭିଡିଓ ସଂପର୍କରେ ନୋଟିଫିକେସନ୍ ପାଇବା ପାଇଁ ବେଲ୍ ଆଇକନ୍କୁ ଦବାନ୍ତୁ। ‘ସ୍ୱାସ୍ଥ୍ୟ ପ୍ଲସ୍’ର ଭିଡିଓ ଲିଙ୍କ୍ ଅନ୍ୟମାନଙ୍କ ସହ ମଧ୍ୟ ସେୟାର କରନ୍ତୁ। - ‘ସ୍ୱାସ୍ଥ୍ୟ ପ୍ଲସ୍’ ଟିମ୍

ଓଡ଼ିଶାର ପ୍ରଥମ ସ୍ଵାସ୍ଥ୍ୟ ପୋର୍ଟାଲ https://www.swasthya.plus ଲେଖା ଓ ଭିଡିଓ ମାଧ୍ୟମରେ ସ୍ୱାସ୍ଥ୍ୟ ସଚେତନତା ସମ୍ପର୍କରେ ବିଭିନ୍ନ ବିଷୟ ଉପସ୍ଥାପନ କରୁଛି। କାରଣ ସ୍ୱାସ୍ଥ୍ୟ ହିଁ ସବୁକିଛି!

For requesting contact details of doctors - please message Swasthya Plus on Facebook: www.facebook.com/SwasthyaPlusOdia).

For feedback and business inquiries, contact Swasthya Plus Odia at [email protected]

Swasthya Plus Odia, Odisha's leading destination for Health Tips & Expert Advice in Odia language on health, hygiene, nutrition, lifestyle, and more!

Комментарии

Информация по комментариям в разработке