Kartika Mahatmya (Purana) Adhyaya 11 | Full Video | Namita Agrawal | କାର୍ତ୍ତିକ ମାହାତ୍ମ୍ୟ (ପୁରାଣ)

Описание к видео Kartika Mahatmya (Purana) Adhyaya 11 | Full Video | Namita Agrawal | କାର୍ତ୍ତିକ ମାହାତ୍ମ୍ୟ (ପୁରାଣ)

ବରଷକ ବାର ମାସ ମଧ୍ୟରେ କାର୍ତ୍ତିକ ମାସ ସବୁଠୁ ପବିତ୍ର ମାସ l ଏହି ମାସର ମାହାମ୍ନ୍ୟ ମହାନ l ଏହି ମାସର ପ୍ରତ୍ୟେକ ଦିନ ସନ୍ଧ୍ୟା ବେଳେ ତୁଳସୀ ଚଉରା ମୂଳେ ଆକାଶ ଦୀପ ଜାଳି ପିତୃ ପୁରୁଷଙ୍କୁ ସ୍ମରଣ କରାଯାଏ l ସେମାନଙ୍କ ପଥକୁ ଆଲୋକିତ କରାଯାଏ l
କାର୍ତ୍ତିକ, ଧର୍ମ ଅର୍ଜନ କରିବାର ମାସ l
କାର୍ତ୍ତିକ, ପୁଣ୍ୟ ଅର୍ଜନ କରିବାର ମାସ l
କାର୍ତ୍ତିକ ମାସରେ ପ୍ରତ୍ୟେକ ଦିନ କାର୍ତ୍ତିକ ମାହାମ୍ନ୍ୟ ପଢିଲେ ଓ ଶୁଣିଲେ ସବୁ ପାପ କ୍ଷୟ ହୋଇଥାଏ l ମାସସାରା ହବିଷ୍ୟାଳି ମାନେ ସନ୍ଧ୍ୟାରେ ଏକତ୍ରିତ ହୋଇ କାର୍ତ୍ତିକ ମାହାମ୍ନ୍ୟର ଗୋଟିଏ ଗୋଟିଏ ଅଧ୍ୟାୟ ଶ୍ରବଣ କରି ନିଜକୁ ପ୍ରଭୁଙ୍କ ନିକଟରେ ସମର୍ପଣ କରିଥାନ୍ତି l

Song : Kartika Mahatmya Addhyaya 11
Album : Kartika Mahatmya Addhyaya 11
Album No : SM - 4657
Singer: Namita Agrawal
Lyrics : Mahadeba Das
Music : Saroj Ratha
Music Label : Sidharth Music

ପ୍ରିୟ ଦର୍ଶକ ବନ୍ଧୁ , କାର୍ତ୍ତିକ ମାସ ଉପଲକ୍ଷେ ପ୍ରତିଦିନ ଭୋର ୫ଟା ପରିବର୍ତ୍ତେ ଭୋର ୪ ଟା ରୁ ଦେଖନ୍ତୁ ଶ୍ରୀମନ୍ଦିର ଦ୍ୱାରଫିଟା ନୀତି LIVE ଏବଂ ସଂଧ୍ୟା ୫ଟା ପରିବର୍ତ୍ତେ ସଂଧ୍ୟା ୪ ଟା ରୁ ଦେଖନ୍ତୁ ପତାକାଲାଗି LIVE କେବଳ "ଜୟ ଜଗନ୍ନାଥ TV" ଚାନେଲରେ 🙏

"Jay Jagannath TV" ପ୍ରଭୁ ଶ୍ରୀ ଜଗନ୍ନାଥଙ୍କୁ ସମ୍ପୂର୍ଣ୍ଣ ସମର୍ପିତ ଓଡ଼ିଶାର ଏକମାତ୍ର ଆଧ୍ୟାତ୍ମିକ ସାଟେଲାଇଟ ଚାନେଲ I ଏହି ଚ୍ୟାନେଲରେ ଘରେ ବସି ପ୍ରତ୍ୟେକ ଦିନ ଜଗନ୍ନାଥ ଧାମ ପୁରୀ ରୁ LIVE ଦେଖନ୍ତୁ ଶ୍ରୀମନ୍ଦିର ଦ୍ୱାରଫିଟା ନୀତି,ଶ୍ରୀପତିତପାବନଙ୍କ ମଙ୍ଗଳ ଆଳତୀ, ପତାକାଲାଗି ଦର୍ଶନ,ସନ୍ଧ୍ୟା ଆଳତୀ ଏବଂ ବର୍ଷ ତମାମ ଅନୁଷ୍ଠିତ ହେଉଥିବା ଶ୍ରୀ ଜଗନ୍ନାଥ ମହାପ୍ରଭୁଙ୍କ ବିଭିନ୍ନ ଯାତ୍ରାର ସିଧା ପ୍ରସାରଣ I

ସିଦ୍ଧାର୍ଥ ଟେଲେଭିଜନ ନେଟୱର୍କ ର ଏହା ଚତୁର୍ଥ ଚାନେଲ I ସୀତାରାମ ଅଗ୍ରୱାଲ ଓ ନମିତା ଅଗ୍ରୱାଲଙ୍କ ଶ୍ରୀ ଜଗନ୍ନାଥ ଙ୍କ ପ୍ରତି ଥିଵା ଅହେତୁକ ଭକ୍ତି ଭାବ ତଥା ଓଡ଼ିଶା ଏବଂ ଓଡିଶା ବାହାରେ ଥିବା ଜଗନ୍ନାଥ ପ୍ରେମୀ ଜନସାଧାରଣଙ୍କ ପାଇଁ ଏହି ଟେଲେଭିଜନ ଚାନେଲର ସୃଷ୍ଟି...ଆସନ୍ତୁ ଆମେ ସମସ୍ତେ ମିଶି ଜଗନ୍ନାଥ ଚେତନା କୁ ବିଶ୍ୱ ଦରବାର ରେ ପ୍ରତିଷ୍ଠିତ କରିବା I ଜୟ ଜଗନ୍ନାଥ🙏🙏🙏

Watch "JAY JAGANNATH TV" on DTH : Dish TV-1397 , Videocon D2H -1397 & all cable networks of Odisha...For More Info regarding the availability of this channel, Please contact - 6372804618

Also visit our other social media pages :
Facebook: https://bit.ly/3kxvE7A
Instagram: https://bit.ly/3KEpYDF
YouTube: https://bit.ly/3KAQeyD
Twitter: https://bit.ly/38JpX3U

#jayjagannathtv #namitaagrawal #sidharthtv #ଜୟଜଗନ୍ନାଥଟିଭି #sitaramagrawal #patitapaban_arati #patakalagidarshan #rathayatralive #purilive #JagannathPuriLIVE #rathayatra2022 #রথযাত্রা #পুরিজগন্নাথ #जगन्नाथ #पुरीजगन्नाथ #जगन्नाथधाम #रथयात्रा #उल्टारथ #జగన్నాథ్ #జగన్నాథపురి #ରଥଯାତ୍ରା #ଶ୍ରୀକ୍ଷେତ୍ରପୁରୀ #ପ୍ରଭୁଜଗନ୍ନାଥ #ଶ୍ରୀଜଗନ୍ନାଥ #যায়জগন্নাথ #জগন্নাথপুরি #जगन्नाथपुरी #जगन्नाथधाम #ஜேஜெகன்னாத் #jayjagannath #patitapaban_mangal_arati

Комментарии

Информация по комментариям в разработке