#PCOS #MHDay2025 #LetsTalkPeriods #PeriodFriendlyWorld
ପିସିଓଏସ୍ ବା ପଲିସିଷ୍ଟିକ୍ ଓଭାରିଆନ୍ ସିଣ୍ଡ୍ରୋମ୍ ହେଉଛି ଏକ ହରମୋନ୍ ଜନିତ ସମସ୍ୟା। ବର୍ତ୍ତମାନ ସମୟରେ କିଶୋରୀଙ୍କଠାରୁ ଆରମ୍ଭ କରି ୪୦ ବର୍ଷର ମହିଳାଙ୍କ ପର୍ଯ୍ୟନ୍ତ ପିସିଓଏସ୍ ସମସ୍ୟା ଦେଖାଦେଉଛି। ଏହି ସମସ୍ୟା ଥିଲେ ମହିଳାଙ୍କର ଋତୁଚକ୍ରରେ ଅନିୟମିତତା ହୁଏ, ବହୁତ ଦିନ ବା ମାସ ମାସ ପର୍ଯ୍ୟନ୍ତ ଋତୁସ୍ରାବ ବନ୍ଦ ହୋଇଯାଏ କିମ୍ବା ବହୁତ ଶୀଘ୍ର ଋତୁଚକ୍ର ହୋଇଥାଏ। ତେବେ ପିସିଓଏସର କାରଣ କ’ଣ? ଏହା ହେଲେ ମହିଳାଙ୍କଠାରେ କେଉଁ କେଉଁ ସମସ୍ୟା ହୋଇପାରେ? ଏନେଇ ବିଶିଷ୍ଟ ଏଣ୍ଡୋକ୍ରାଇନୋଲୋଜିଷ୍ଟ ଡାକ୍ତର ସ୍ୱୀକୃତି ଜେନା କ’ଣ କହୁଛନ୍ତି, ଆସନ୍ତୁ ଜାଣିବା।
ଏହି ଭିଡିଓରେ ରହିଛି,
ପିସିଓଏସ୍ ସମସ୍ୟା (0:00)
ପିରିୟଡ୍ରେ ଅନିୟମିତତା ହେବାର କ’ଣ କ’ଣ କାରଣ ହୋଇପାରେ? (2:41)
ପିସିଓଏସ୍ ଲକ୍ଷଣକୁ କେମିତି ଜାଣିବେ? (3:43)
ବର୍ତ୍ତମାନ ସମୟରେ ପିସିଓଏସ୍ ହେବାର କାରଣ କ’ଣ? (5:20)
ପିସିଓଏସ୍କୁ ଚିହ୍ନିବା ପାଇଁ ପରୀକ୍ଷା (6:11)
ପିସିଓଏସ୍ ସମସ୍ୟା କେମିତି ଭଲ ହେବ? (7:40)
ପିସିଓଏସ୍ ସମସ୍ୟା ଥିବା କିଶୋରୀ ଓ ମହିଳା କ’ଣ କରିବା ଜରୁରୀ? (10:07)
ହରମୋନ୍କୁ ସନ୍ତୁଳିତ ରଖିବା ପାଇଁ କ’ଣ କରିବା ଜରୁରୀ? (12:25)
ପିରିୟଡ୍ସ ସମୟରେ କିପରି ସ୍ଵଚ୍ଛତା ପ୍ରତି ଧ୍ୟାନ ରଖିବେ ତଥା ପିରିୟଡ୍ସ ସହ ଜଡ଼ିତ ସ୍ଵାସ୍ଥ୍ୟ ସମସ୍ୟା ପ୍ରତି ସଚେତନତା ସୃଷ୍ଟି କରିବା ଦିଗରେ ପ୍ରତି ବର୍ଷ ମେ’ ୨୮ ତାରିଖକୁ ବିଶ୍ଵ ଋତୁସ୍ରାବ ପରିଚ୍ଛନ୍ନତା ଦିବସ ଭାବରେ ପାଳନ କରାଯାଉଛି। ଏହି ଅବସରରେ ଆଇଏଫ୍ଆଇ ଫାଉଣ୍ଡେସନ (ବିଶ୍ଵ ଋତୁସ୍ରାବ ପରିଚ୍ଛନ୍ନତା ଦିବସ ଅଭିଯାନର ଅଫିସିଆଲ୍ ପାର୍ଟନର) ସ୍ୱାସ୍ଥ୍ୟପ୍ଲସ୍ ନେଟ୍ଓ୍ୱର୍କ ଏବଂ ଓଡ଼ିଶାଲାଇଭ୍ ପକ୍ଷରୁ ଡିଜିଟାଲ ମିଡିଆ ଅଭିଯାନ ‘ଚାଲ ପରିୟଡ୍ସ ବିଷୟରେ କଥା ହେବା’ ଆରମ୍ଭ ହୋଇଯାଇଛି। ଏହି ସଚେତନତା କାର୍ଯ୍ୟକ୍ରମରେ କଳିଙ୍ଗ ହସ୍ପିଟାଲ, ଭୁବନେଶ୍ୱର ଏବଂ ପାରାଦୀପ ଫସ୍ଫେଟ୍ସ ଲିମିଟେଡ୍ ପାର୍ଟନର ରହିଛନ୍ତି।
Polycystic Ovary Syndrome (PCOS) is a hormonal disorder that affects people with ovaries, often during their reproductive years. PCOS is characterized by a combination of symptoms, which can vary from person to person. What are the symptoms of PCOS? How to treat PCOS? Let's know more from Dr Sweekruti Jena, an Endocrinologist.
In this Video,
What is PCOS? in Odia (0:00)
Causes of Irregular Periods, in Odia (2:41)
Symptoms of PCOS, in Odia (3:43)
Causes of PCOS, in Odia (5:20)
Diagnosis of PCOS, in Odia (6:11)
Treatment of PCOS, in Odia (7:40)
What should adolescent girls & women with PCOS do? in Odia (10:07)
What to do to maintain Hormonal balance? in Odia (12:25)
World Menstrual Hygiene Day, observed every year on May 28th, raises awareness about menstrual hygiene, addresses period-related health issues, and breaks the silence around age-old myths and superstitions.
On the occasion of Menstrual Hygiene Day, IFI Foundation an official partner of the MH Day initiative in association with Swasthya Plus Network and OdishaLIVE , is running a 10-day comprehensive public health awareness campaign, Let’s Talk Periods, from May 20 to May 29, 2025. Kalinga Hospital Bhubaneswar and Paradeep Phosphates Limited (PPL) are supporting the campaign as Associate Partners.
Let’s come together for a #PeriodFriendlyWorld—where the stigma and taboos surrounding menstruation are a thing of the past. Join us to promote a world where everyone has access to the menstrual products, education, menstrual health services, and period-friendly infrastructure they need.
Subscribe Now & Live a Healthy Life!
ସ୍ଵାସ୍ଥ୍ୟ ପ୍ଲସ୍ ନେଟ୍ୱର୍କ କୌଣସି ଚିକିତ୍ସା ଉପଦେଶ ଦେଉନାହିଁ। ସ୍ଵାସ୍ଥ୍ୟ ପ୍ଲସ୍ ନେଟୱର୍କରେ ଦେଖୁଥିବା ବିଭିନ୍ନ ଭିଡିଓ/ ବିଷୟବସ୍ତୁ କେବଳ ସୂଚନା ପ୍ରଦାନ କରିବା ଉଦ୍ଦେଶ୍ୟରେ ରହିଛି। ଡାକ୍ତର କିମ୍ବା ସ୍ୱାସ୍ଥ୍ୟ ବିଶେଷଜ୍ଞଙ୍କର ରୋଗ ନିର୍ଣ୍ଣୟର ଏହା ବିକଳ୍ପ ସମାଧାନ ନୁହେଁ। ନିଜର ସ୍ୱାସ୍ଥ୍ୟ ସମସ୍ୟା ପାଇଁ ସବୁବେଳେ ଜଣେ ଡାକ୍ତର କିମ୍ବା ସ୍ୱାସ୍ଥ୍ୟ ବିଶେଷଜ୍ଞଙ୍କ ସହିତ ପରାମର୍ଶ କରନ୍ତୁ।
Swasthya Plus Network does not provide medical advice. Content on Swasthya Plus Network is for informational purposes only, and is not a substitute for the professional judgment of a doctor/health professional. Always seek the advice of a qualified health professional for your health concerns.
ସ୍ୱାସ୍ଥ୍ୟ ଓ ଜୀବନଶୈଳୀ ଉପରେ ଆଧାରିତ ଓଡ଼ିଆ ଡିଜିଟାଲ୍ ପ୍ଲାଟଫର୍ମ ‘ସ୍ୱାସ୍ଥ୍ୟ ପ୍ଲସ୍’ ସହିତ ଯୋଡ଼ି ହେବା ପାଇଁ ଆମ ୟୁଟ୍ୟୁବ୍ ଚ୍ୟାନେଲ୍ ( / swasthyaplus ) ସବ୍ସ୍କ୍ରାଇବ୍ କରନ୍ତୁ। ନୂଆ ଭିଡିଓ ସଂପର୍କରେ ନୋଟିଫିକେସନ୍ ପାଇବା ପାଇଁ ବେଲ୍ ଆଇକନକୁ ଦବାନ୍ତୁ।
ଓଡ଼ିଶାର ପ୍ରଥମ ସ୍ଵାସ୍ଥ୍ୟ ପୋର୍ଟାଲ https://www.swasthya.plus ଲେଖା ଓ ଭିଡିଓ ମାଧ୍ୟମରେ ସ୍ୱାସ୍ଥ୍ୟ ସଚେତନତା ସମ୍ପର୍କରେ ବିଭିନ୍ନ ବିଷୟ ଉପସ୍ଥାପନ କରୁଛି। କାରଣ ସ୍ୱାସ୍ଥ୍ୟ ହିଁ ସବୁକିଛି!
For requesting contact details of doctors - please message Swasthya Plus on Facebook: / swasthyaplusodia .
For feedback and business inquiries, contact Swasthya Plus Odia at hello@swasthyaplus.com
Swasthya Plus Odia, Odisha's leading destination for Health Tips in Odia language on health, hygiene, nutrition, lifestyle, and more!
Информация по комментариям в разработке