JANMASTAMI GAHANI - ଜନ୍ମାଷ୍ଟମୀ ଗାହାଣୀ (ଶ୍ରୀକୃଷ୍ଣଙ୍କ ଜନ୍ମ କାହାଣୀ) | Gita Dash | Sidharth Music

Описание к видео JANMASTAMI GAHANI - ଜନ୍ମାଷ୍ଟମୀ ଗାହାଣୀ (ଶ୍ରୀକୃଷ୍ଣଙ୍କ ଜନ୍ମ କାହାଣୀ) | Gita Dash | Sidharth Music

କଂସଦ୍ୱାରା ବନ୍ଦୀ ଭଗ୍ନୀ ଦେବକୀଙ୍କ ଗର୍ଭରୁ ବନ୍ଦିଶାଳାରେ ଅର୍ଧ ରାତ୍ରୀରେ ରୋହିଣୀ ନକ୍ଷତ୍ର- ବୃଷରାଶିର ସଂଯୋଗ ସମୟରେ କୃଷ୍ଣ ଜନ୍ମ ଲାଭ କରିଥିଲେ । ବନ୍ଦିଶାଳାରେ ମାତା-ପିତାଙ୍କୁ ଶ୍ରୀକୃଷ୍ଣ ଜଣାଇଥିଲେ ତାଙ୍କର ଧରାବତରଣ ଉଦ୍ଦେଶ୍ୟ । ସେ ଦୁଷ୍ଟ ଶକ୍ତିର ବିନାଶ ଓ ଧର୍ମ ପ୍ରତିଷ୍ଠା ନିମନ୍ତେ ମାନବ ରୂପ ଧାରଣ କରିଛନ୍ତି ଏବଂ ତାଙ୍କର ମାନବ ଲୀଳା ହିଁ ପୃଥିବୀରୁ ସମସ୍ତ ପ୍ରକାର କଳୁଷ ନାଶ କରିପାରିବ । ପୃଥିବୀକୁ କଂସର ଅତ୍ୟାଚାରରୁ ମୁକ୍ତ କରିବା ନିମନ୍ତେ ବ୍ରହ୍ମାଙ୍କ ସହ ଦେବଗଣଙ୍କ ଅନୁରୋଧ ରକ୍ଷାକରି ସେ ଜନ୍ମ ନେଇଛନ୍ତି । ଗୋପରେ ନନ୍ଦରାଜାଙ୍କ ଘରେ ବାଲ୍ୟ ଲୀଳା କରିବେ । ରାକ୍ଷସ ନିପାତ ପାଇଁ ତାଙ୍କୁ ନନ୍ଦରାଜାଙ୍କ ଘରେ ରହିବାକୁ ପଡ଼ିବ, ତେଣୁ ସେଠାରେ ଜନ୍ମ ନେଇଥିବା ବିଜୁଳୀ କନ୍ୟାକୁ ବନ୍ଦୀଶାଳାକୁ ଆଣି ତାଙ୍କୁ ନେଇ ଗୋପପୁରରେ ନନ୍ଦରାଜାଙ୍କ ଘରେ ସମସ୍ତଙ୍କ ଅଗୋଚରରେ ଥୋଇଦେଇ ଆସିବାକୁ ପିତାଙ୍କୁ କହିଲେ । ପରଂବ୍ରହ୍ମଙ୍କ ଆଜ୍ଞାକୁ ମାନି ପିତା ବସୁଦେବ ନବଜାତ ପୁତ୍ରକୁ କୋଳରେ ଧରି ଅନ୍ଧାର ରତିରେ ବାହାରିଲେ । ବନ୍ଦିଶାଳା ଦିବ୍ୟ ଆଲୋକରେ ଆଲୋକିତ ହେଇଗଲା, ବସୁଦେବଙ୍କ ଗୋଡ଼ରୁ ବେଡ଼ି ଖୋଲିଗଲା ଏବଂ ବନ୍ଦିଶାଳାର ଦ୍ୱାର ମଧ୍ୟ ଆପେଆପେ ଖୋଲିଗଲା।ପ୍ରବଳ ବର୍ଷା ସାଙ୍ଗକୁ ଅନ୍ଧାର ରାତିରେ ବସୁଦେବ ପୁତ୍ରକୁ ନେଇ ଉଛୁଳି ଉଠୁଥିବା ଯମୁନା ନଦୀ ପାର ହେଇ ଗୋପପୁର ଗଲେ । ପ୍ରଭୁ ବର୍ଷାରେ ତିନ୍ତି ଯାଉଥିବାରୁ ବାଟରେ ନାଗରାଜା ଅନନ୍ତ ବାସୁକି ନିଜର ବିଶାଳ ଫଣା ଢାଙ୍କି ଚାଲିଲେ।ସବୁ ବାଧାବିଘ୍ନ ଅତିକ୍ରମ କରି ଶ୍ରୀକୃଷ୍ଣଙ୍କୁ ନେଇ ନନ୍ଦଘରେ ଛାଡିଥିଲେ ବସୁଦେବ । ପ୍ରଭୁ ଶ୍ରୀକୃଷ୍ଣଙ୍କ ଏହି ପବିତ୍ର ଜନ୍ମ ଦିନକୁ ଜନ୍ମାଷ୍ଟମୀ ଭାବେ ପାଳନ କରାଯାଏ ।
------------------------------------------------------------
Album : Janmastami Gahani
Album No : SM - 3671
Lyrics : Dillip Jena
Singer : Gita Dash
Video Artist : Gita Dash
Music Director : Traditional
-------------------------------------------------------
♪ Full Song Available on ♪
JioSaavn :
Wynk :
Gaana :
Apple Music :
Amazon Prime Music :
iTunes :
Spotify :
----------------------------------------------------------
Video Director : Abhaya Garanayak
Camera : Rintu, Narendra & Bicky
Editor : Balaram
Thumbnail Design : Bikash,Tapan
3D Modeling : Adil Ali Khan
Digital Grading : Shivananda Jena
DI At : Sidharth Studio
Recorded At : Sidharth Studio
Voice Dubbing & Mixing By : Munna & Pappu
Mastering By : Sitaram Agrawal & Swapnajit Sabath
Producer : Sitaram Agrawal & Namita Agrawal
Music Label : Sidharth Music
Banner : Sidharth Music
-----------------------------------------------------------
Set Caller Tune ; Operator Codes:
Airtel Users Dial
Vodafone Users Dial
BSNL (South / East) Users sms BT To 56700
Idea Users Dial
BSNL (North / West) Users sms BT To 56700
Also available on Jio Tunes
------------------------------------------------------------
Watch & Subscribe to our other YouTube Channels:
👉 Sidharth Bhakti :    / sidharthbhakti  
👉 Sidharth Music:    / sidharthmusic   
👉 Sidharth TV :    / sidharthtv   
👉 Namita Agrawal :    / namitaagrawal   
--------------------------------------------------------------
Enjoy & stay connected with us!
👉 Like us on Facebook :   / sidharthbhaktiodia  
---------------------------------------------------------------
#SidharthBhakti #SidharthTV #NamitaAgrawal #SidharthMusic #SitaramAgrawal #odiabhajan #odiasong #jayjagannathtv

Комментарии

Информация по комментариям в разработке